ରାଜ୍ୟ

୫ ଦଫା ଦାବି ନେଇ ଜାନୁଆରୀ ୧୧ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଟ୍ରକ ଧର୍ମଘଟ ଡାକରା, ୧୫ବର୍ଷର ଗାଡିକୁ ଅଚଳ କରିବା ନିଷ୍ପତ୍ତିକୁ ବିରୋଧ

କେନ୍ୟୁଜ୍(ବ୍ୟୁରୋ): ଜାନୁଆରୀ ୧୧ରୁ ଟ୍ରକ ଧର୍ମଘଟ । ୫ ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ ଡାକରା ଦେଇଛି ଓଡ଼ିଶା ରାଜ୍ୟ ଟ୍ରକ ମାଲିକ ସଂଘ । ୧୫ବର୍ଷର ଗାଡିକୁ ଅଚଳ କରିବା ନିଷ୍ପତ୍ତିକୁ ବିରୋଧ କରାଯାଇଛି। ରାଜ୍ୟସରକାରଙ୍କ ସ୍କ୍ରାପିଙ୍ଗ୍‌ ପଲିସିକୁ ୧୫ବର୍ଷ ପରିବେର୍ତ୍ତ ୨୦ବର୍ଷ କରିବାକୁ ଦାବି ହୋଇଛି। ଏହାସହ ଟ୍ରକ ଭଡା ସଂଶୋଧନ କରିବାକୁ ଦାବି କରିଛି ସଂଘ।

ଡିସେମ୍ବର ୩୧ ସୁଦ୍ଧା ଦାବି ପୂରଣ ନହେଲେ ଜାନୁଆରୀ ୧୧ରୁ ଧର୍ମଘଟ କରିବାକୁ ଚେତାବନୀ ଦିଆଯାଇଛି। ଏଥିରେ ରାଜ୍ୟର ୨ଲକ୍ଷ ୧୦ ହଜାର ଟ୍ରକ ଧର୍ମଘଟରେ ସାମିଲ ହେବେ। ଆନ୍ତଃରାଜ୍ୟ ପରିବହନ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଟ୍ରକ ମାଲିକ ସଂଘ ସାଧାରଣ ସମ୍ପାଦକ ରବି ନାରାୟଣ ଶତପଥୀ।

 

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

22 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

24 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago