ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ, ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି

ଭୁବନେଶ୍ବର : ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ । ଖଣ୍ଡଗିରି ଅଞ୍ଚଳରେ ଗଞ୍ଜେଇ ଜବତ ହୋଇଛି । ଡିଲ ବେଳେ ପୋଲିସର ଗଞ୍ଜେଇ ଜବତ ହୋଇଛି । ସୂଚନା ଅନୁସାରେ ଫୁଲବାଣୀରୁ ହିମାଚଳ ଗଞ୍ଜେଇ ଯାଉଥିଲ । ପାଞ୍ଚ କ୍ଵିଣ୍ଟାଲ ଗଞ୍ଜେଇ ଜବତ । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି ହେବ ।
Also read: କାର ଭିତରୁ ୧ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ଚାଲାଣ ବେଳେ ମାଡ଼ିବସିଲା STF ଟିମ୍