ରାଜ୍ୟ

କାଇ ଚଟଣିକୁ ଜିଆଇ ଟ୍ୟାଗ୍ ? କେନ୍ଦ୍ର କୃଷି ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକଙ୍କ ଦ୍ୱାରା ଆନୁସଙ୍ଗିକ ନଥିପତ୍ର ପ୍ରସ୍ତୁତ

ବାରିପଦା(କେନ୍ୟୁଜ୍): ମୟୂରଭଞ୍ଜ ଆଦିବାସୀଙ୍କ ଦ୍ୱାରା ପ୍ରସ୍ତୁତ କାଇ ଚଟଣିକୁ ଜିଆଇ ଟ୍ୟାଗ୍ ପାଇଁ ପ୍ରୟାସ । କେନ୍ଦ୍ର କୃଷି ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକଙ୍କ ଦ୍ୱାରା ଏଥିପାଇଁ ଆନୁସଙ୍ଗିକ ନଥିପତ୍ର ପ୍ରସ୍ତୁତ କରାଯାଉଛି । ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ।

କୃଷି ବିକାଶ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଦୀପକ ମହାନ୍ତି କହିଛନ୍ତି ଜ୍ୱର, ଥଣ୍ଡା, ହୁପିଙ୍ଗ କାଶ, ଭୋକ ବୃଦ୍ଧି, ଦୃଷ୍ଟିଶକ୍ତି ବୃଦ୍ଧି, ଆଣ୍ଠୁଗଣ୍ଠି ବଥା ଦୂର କରିବା ଓ ସୁସ୍ଥ ମସ୍ତିଷ୍କ ପାଇଁ କାଇ ଚଟଣି ବେଶ ଉପଯୋଗୀ । ମୟୂରଭଞ୍ଜ ଆଦିବାସୀ ମାନେ ଲାର୍ଭା ଓ କିଶୋରବସ୍ଥାରେ ଥିବା ନାଲି ଜନ୍ଦାଙ୍କୁ ଚଟଣି କରିଥାନ୍ତି । ଏଥିରେ ସ୍ୱାଦ ଅନୁସାରେ ଲୁଣ, ଅଦା, ଲଙ୍କା ଦେଇ ଚଟଣି ପ୍ରସ୍ତୁତ ହୋଇଥାଏ ।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ପୁରୁଣା ବନ୍ଧୁଙ୍କ ସହ ଭେଟ କରିବା ଯୋଗୁ ଖୁସି ରହିବେ

ମେଷ: ଅନ୍ୟମାନଙ୍କ ସଫଳତା ଦ୍ୱାରା ଆର୍ଥିକ ଲାଭବାନ ହେବେ । ପ୍ରେମ କରୁଥିବା ଲୋକଙ୍କୁ ସାଥୀଙ୍କ କଥାକୁ ବୁଝିବାକୁ ପଡ଼ିବ,…

4 hours ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିମ୍ ରେ ୭୨ ଜଣ ମନ୍ତ୍ରୀ, ୩୦ କ୍ୟାବିନେଟ, ୫ ଜଣ ରାଷ୍ଟ୍ରପାହ୍ୟା ସ୍ବାଧୀନ ଓ ୩୬ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…

6 hours ago

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ପଡ଼ୋଶୀ ରାଷ୍ଟ୍ର ନେତାଙ୍କ ସହ ସେଲିବ୍ରିଟି ଓ ଶିଳ୍ପପତିଙ୍କ ଗହଳି, ଶାହାରୁଖ, ରଜନୀକାନ୍ତ, ଅକ୍ଷୟ,ଅମ୍ବାନୀ ଓ ଆଦାନୀ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର,…

6 hours ago

‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ଉଦଯାପିତ, ଯୋଗଦେଲେ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଅମିତ ରାଏଙ୍କ ସହ ବିଶିଷ୍ଟ ଲେଖିକା ଡକ୍ଟର ପ୍ରତିଭା ରାୟ

ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଶେଷ…

6 hours ago

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…

7 hours ago

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ, ଶପଥ ନେଲେ ପ୍ରଧାନମନ୍ତ୍ରୀଙ୍କ ସହ ଟିମ୍‌ କ୍ୟାବିନେଟ୍‌, ଓଡିଶାକୁ ୩ କ୍ୟାବିନେଟ ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …

8 hours ago