ଭଞ୍ଜନଗରରେ ହାତୀର ଦାନ୍ତ କାଟିନେବା ଘଟଣା, ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ୩ ଅଟକ

ଭଞ୍ଜନଗର(କେନ୍ୟୁଜ୍): ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ହାତୀର ଦାନ୍ତ କାଟିନେବା ଘଟଣାରେ ମୃତ ହାତୀର ଶବ ବ୍ୟବଚ୍ଛେଦ କରିଛି ବନ ବିଭାଗ । ରିପୋର୍ଟ ଆସିବା ପରେ ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ।

ଉତ୍ତର-ଘୁମୁସର ବନଖଣ୍ଡର ବେଲଗୁଣ୍ଠା ସେକ୍ସନ କନ୍ଧନୂଆଁ ପଲ୍ଲୀ ଗାଁ ନିକଟରେ ହାତୀ ମୃତ ଦେହ ମିଳିଥିଲା। ମୃତ୍ୟୁ ପରେ ହାତୀଟିର ଦାନ୍ତ କାଟିନେଇଛନ୍ତି ଦୁର୍ବୃତ୍ତ । ତେବେ ୩ଦିନ ପୂର୍ବରୁ ହାତୀଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.