ଭୁବନେଶ୍ୱର (କେନ୍ୟୁଜ): ପ୍ରଯୋଜକ ଟୁଟୁ ନାୟକଙ୍କୁ କୋର୍ଟରୁ ମିଳିଲା ଆଶ୍ୱସ୍ତି। ଟୁଟୁ ନାୟକଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାର ବଳରେ ମିଳିଲା ଜାମିନ। ଭୁବନେଶ୍ୱର Sdjm କୋର୍ଟ ତରଫରୁ ତାଙ୍କୁ ଆଜି ଜାମିନ ମିଳିଛି।
ସୂଚନା ଅନୁଯାୟୀ ସାମ୍ବାଦିକାଙ୍କୁ ମାଡ଼ ମରା ଘଟଣାରେ ଶନିବାର ଗିରଫ ହୋଇ ଜେଲରେ ଥିଲେ ଟୁଟୁ ନାୟକ। ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା ‘ପ୍ରଥା’ ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ବାତି କମ୍ପ୍ଲେକ୍ସ ଭିତରେ ଘଟିଥିଲା ଘଟଣା । ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ନେଇ ଖାରବେଳନଗର ଥାନାରେ ହୋଇଥିଲା ମାମଲା। ଘଟଣାର ତଦନ୍ତ କରି ଟୁଟୁ ଙ୍କୁ ଗିରଫ କରିଥିଲା ଖରବେଳନଗର ଥାନା ପୋଲିସ।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…
କନ୍ଧମାଳ : କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…
ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…
ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…
ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…
ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…