ବରଗଡ଼: ୧୨ଘଣ୍ଟିଆ ଭଟଲି ବନ୍ଦ

ବରଗଡ଼ : ୧୨ଘଣ୍ଟିଆ ଭଟଲି ବନ୍ଦ। ରାଜ୍ୟ BJP ଯୁବମୋର୍ଚ୍ଚା ସମ୍ପାଦକ ଇରାଶିଷ ଆଚାର୍ଯ୍ୟଙ୍କ ଗିରଫଦାରୀକୁ ବିରୋଧ କରି ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଯୋଗୁଁ ଦୋକାନ, ବଜାର ବନ୍ଦ ରହିଛି। ତେବେ ଗାଡି ଚଳାଚଳ ସ୍ୱାଭାବିକ ରହିଛି। କର୍ମୀମାନେ ସକାଳୁ ସକାଳୁ ପିକେଟିଂ କରି ବନ୍ଦ କରିଥିଲେ। କୁସନପୁରୀ ଗାଁ ଗୁଳିମା଼ଡ ଘଟଣାରେ ଇରାଶିଷ ଆଚାର୍ଯ୍ୟଙ୍କୁ ଗିରଫ କରିଥିଲା ଭଟଲି ଥାନା ପୋଲିସ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.