ଭିଜିଲାନ୍ସ ଜାଲରେ ଦୁଇ କୃଷି ଅଧିକାରୀ, ୫ ହଜାର ଲାଞ୍ଚ ନେବା ବେଳେ ଧରା ପଡିଲେ

ଲାଞ୍ଚ ନେଇ ଧରା ପଡିଲେ ଦୁଇ କୃଷି ଅଧିକାରୀ । ନବରଙ୍ଗପୁର ଉମରକୋଟ କୃଷି ଅଧିକାରୀ ନଳିନୀକାନ୍ତ ପରିଡା ଓ ସୁରେନ୍ଦ୍ରସିଂ ବୁନ୍ଦେଲା । ୫ ହଜାର ଟଙ୍କା ନେବା ବେଳେ ମାଡି ବସିଲା ଭିଜିଲାନ୍ସ । ଜଳ ନିଧି ଯୋଜନାରେ ସବସିଡ଼ି ଟଙ୍କା କରାଇ ଦେବାକୁ ନେଉଥିଲେ ଏହି ଲାଞ୍ଚ । ଟ୍ରାପ ପରେ ଉଭୟଙ୍କର ୫ ଟି ସ୍ଥାନରେ ଚାଲିଛି ଆୟ ବହିର୍ଭୂତ ସମ୍ପତ୍ତିର ଯାଞ୍ଚ ।
ଆହୁରି ପଢ଼ନ୍ତୁ : କମ୍ପାନୀ ଅଧିକାରୀଙ୍କୁ ଅପହରଣ ମାମଲାରେ ୭ ଗିରଫ, ମୁଣ୍ଡଜାମିନ ବାବଦରେ ନେଇଥିଲେ ୬୦ ଲକ୍ଷ