ବରଗଡ଼ : ୧୨ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗରେ ଦୁଇ ଯୁବକ ଗିରଫ

ବରଗଡ଼ : ୧୨ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଦୁଇ ଯୁବକ ଗିରଫ। ବରଗଡ଼ ଜିଲ୍ଲା ଅତାବିରାର ବ୍ୟବସାୟୀ ଆଲୋକ ଅଗ୍ରୱାଲଙ୍କ ଆକାଉଣ୍ଟରୁ ଚଞ୍ଚକତା କରି ୧୨ଲକ୍ଷ ଟଙ୍କା ଲୁଟ କରିଥିବା ନେଇ ପୋଲିସ ସେମାନଙ୍କୁ ଗିରଫ କରିଛି। ଗିରଫ ୨ ଅଭିଯୁକ୍ତ ସୁରେନ୍ଦ୍ର ସିଂହ ଓ ଅନୌଜ କୁମାରଙ୍କୁ ଦିଲ୍ଲୀରୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ୭୦ହଜାର ଟଙ୍କା ସହ ଆଧାର କାର୍ଡ ଓ ବିଭିନ୍ନ ସାମଗ୍ରୀ ଜବତ କରାଯାଇଥିବା ବରଗଡ଼ ଏସଡିପିଓ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.