ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ, ଏହି ୱେବସାଇଟରେ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ବର(କେନ୍ଯୁଜ୍): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଦିନ ୧ଟାରେ ପ୍ରକାଶ ପାଇବ ଫଳାଫଳ । www.orissaresults.nic.inରେ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ ।

କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ବ୍ୟବସ୍ଥାରେ ମୂଲ୍ୟାୟନ କରାଯାଇଛି । ରାଜ୍ୟରେ ୨ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଫଳାଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଅଫଲାଇନ୍‌ ପରୀକ୍ଷା ଦେଇପାରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.