ଭୁବନେଶ୍ବର(କେନ୍ଯୁଜ୍): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଦିନ ୧ଟାରେ ପ୍ରକାଶ ପାଇବ ଫଳାଫଳ । www.orissaresults.nic.inରେ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ ।
କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ବ୍ୟବସ୍ଥାରେ ମୂଲ୍ୟାୟନ କରାଯାଇଛି । ରାଜ୍ୟରେ ୨ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଫଳାଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଅଫଲାଇନ୍ ପରୀକ୍ଷା ଦେଇପାରିବେ।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…