କାଲିମେଳା ଏମଭି-୯୬ ଗାଁ ନିକଟରେ ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ

ମାଲକାନଗିର ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମଭି-୯୬ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ୨ଜଣ ବ୍ୟକ୍ତି ପିଣ୍ଡିକୋଣ୍ଡା ଗାଁର ବୋଲି ଜଣାପଡ଼ିଛି ।

ମାଲକାନଗିର (କେନ୍ୟୁଜ): ମାଲକାନଗିର ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମଭି-୯୬ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ୨ଜଣ ବ୍ୟକ୍ତି ପିଣ୍ଡିକୋଣ୍ଡା ଗାଁର ବୋଲି ଜଣାପଡ଼ିଛି ।

ସୂଚନା ଅନୁସାରେ ପିଣ୍ଡିକୋଣ୍ଡା ଗାଁର ଦୁଇ ଜଣ ବ୍ୟକ୍ତି ବାଇକ୍ ଯୋଗେ ନିଜ ଗାଁକୁ ଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି । ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ପ୍ରଥମେ କାଲିମେଳା ମେଡ଼ିକାଲକୁ ପଠାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଘଟଣାସ୍ଥଳରେ କାଲିମେଳା ଥାନା ପୋଲିସର ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.