ରାଜ୍ୟ

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୩ମୃତ, ଜଣେ ଗୁରୁତର

କେନ୍ଦୁଝର (କେନ୍ୟୁଜ): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା । ଚାଲିଗଲା ୩ ଜୀବନ, ଜଣେ ଗୁରୁତର । କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ରୁଟିଶିଳା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚିକିତ୍ସିତ ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଛି । ରୁଟିଶିଳା ଗାଁର ସୁଦାମ ସିଂ ନିଜ ଭଣଜାଙ୍କ ସହ ବାଇକରେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

Barsha

Recent Posts

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

12 mins ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

46 mins ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

2 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

2 hours ago

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

2 hours ago

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

3 hours ago