ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ; ୪ ଗୁରୁତର

କାକଟପୁରରେ ବାଇକ ଦୁର୍ଘଟଣାରେ ଜଣେ ମୃତ, ୪ ଗୁରୁତର । କାକଟପୁର ଉକୁଳେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାକଟପୁର ପଟୁ ଏକ ବାଇକରେ ୨ ଜଣ ଯୁବକ ଦ୍ରୁତ ଗତିରେ ଆସୁଥିବା ସମୟରେ ବାଇକରେ ଯାଉଥିବା ବାପା ଓ ଦୁଇ ଜଣ ଝିଅଙ୍କୁ ଧକ୍କା ଦେଇଥିଲେ।

କାକଟପୁର (କେନ୍ୟୁଜ): କାକଟପୁରରେ ବାଇକ ଦୁର୍ଘଟଣାରେ ଜଣେ ମୃତ, ୪ ଗୁରୁତର । କାକଟପୁର ଉକୁଳେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାକଟପୁର ପଟୁ ଏକ ବାଇକରେ ୨ ଜଣ ଯୁବକ ଦ୍ରୁତ ଗତିରେ ଆସୁଥିବା ସମୟରେ ବାଇକରେ ଯାଉଥିବା ବାପା ଓ ଦୁଇ ଜଣ ଝିଅଙ୍କୁ ଧକ୍କା ଦେଇଥିଲେ। ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଚାରିଜଣ ଗୁରୁତର ଭାବରେ ଆହତ ହୋଇଛନ୍ତି। ଗୁରୁତରଙ୍କୁ ଅସ୍ତରଙ୍ଗ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ସ୍ଥାନରେ ଅସ୍ତରଙ୍ଗ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭକରିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.