Below header

ମୁହାଁମୁହିଁ ପିଟି ହେଲା ଦୁଇଟି ବାଇକ୍, ଦୁଇ ମୃତ

ମୁହାଁମୁହିଁ ପିଟି ହେଲା ଦୁଇଟି ବାଇକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଜଣେ ଗୁରୁତର ହୋଇଛନ୍ତି । କୋରାପୁଟ ଜିଲ୍ଲା ଲମତାପୁଟର ପାତ୍ରପୁଟ ନିକଟ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି ।

ଲମତାପୁଟ : ମୁହାଁମୁହିଁ ପିଟି ହେଲା ଦୁଇଟି ବାଇକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଜଣେ ଗୁରୁତର ହୋଇଛନ୍ତି । କୋରାପୁଟ ଜିଲ୍ଲା ଲମତାପୁଟର ପାତ୍ରପୁଟ ନିକଟ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି । ଚୁରମାର ହୋଇଛି ଦୁଇଟି ବାଇକ୍ । ମୃତକମାନେ ହେଲେ ନନ୍ଦପୁର ବ୍ଲକ ଖମରା ଗାଁର ଧନିଆ ଖରା ଓ ମାଣିକ ଖେମୁଣ୍ଡୁ l ଗୁରୁତରଙ୍କୁ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଦୁଇଟି ମଟର ସାଇକେଲ ସମ୍ପୂର୍ଣ ନଷ୍ଟ ହୋଇଯାଇଛି l

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.