ରାଜ୍ୟ

ପାଟକୁରା : ଚିତ୍ରୋତ୍ପଳା ନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ନାବାଳକ

ପାଟକୁରା: ପାଟକୁରା ନିକଟ ଚିତ୍ରୋତ୍ପଳା ନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ନାବାଳକ । ମୃତ ଦୁଇ ନାବାଳକ ମୁମ୍ବାଇ ଓ କେନ୍ଦ୍ରାପଡା ଜଇପୁରା ଅଞ୍ଚଳର ବୋଳି ଜଣାପଡିିଛି । ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚି ୨ ଜଣଙ୍କ ମୃତଦେହ ଉଦ୍ଧାର କରିଛି । ଧର୍ମ ଚର୍ଚ୍ଚା କରିବା ପାଇଁ ପାଟକୁରା ମସଜିଦ୍‌ ଆସିଥିଲେ ଏକ ୧୬ଜଣିଆ ଗୃପ ।

KNews Bureau

Recent Posts

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

2 mins ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

6 mins ago

ଏହି ସବୁ ଜୀବ ଘର ପାଇଁ ହୋଇଥାନ୍ତି ଅଶୁଭ, ଦେଇଥାନ୍ତି ବିପତ୍ତିର ସଙ୍କେତ

ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…

10 mins ago

ଗତକାଲି ଡ୍ୟୁଟି ସାରି ଘରକୁ ଫେରିଥିଲେ, ଆଜି ଡାକ୍ତରଙ୍କ ମିଳୁନି ପତ୍ତା

କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…

24 mins ago

ନାକରେ ଟାଇପିଂ କରି ହାସଲ କଲେ ଗିନିଜ୍‌ ଓ୍ଵାର୍ଲ୍ଡ ରେକର୍ଡ, ଚାରିଆଡ଼େ ହେଉଛି ଚର୍ଚ୍ଚା

ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍‌ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…

37 mins ago

ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ, ଜଙ୍ଗଲରୁ ମୃତଦେହ ଜବତ

ମୟୂରଭଞ୍ଜ : ନାବାଳିକା ସହ ଦୁଷ୍କର୍ମ ପରେ ମାରିଦେବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଥାନାରେ ଅଟକ । ଘଟଣା…

40 mins ago