ଚାପିଦେଲା ଟ୍ରକ, ୨ ବାଇକ୍ ଆରୋହୀ ମୃତ

ଚାପିଦେଲା ଟ୍ରକ। ଟ୍ରକ ଧକ୍କାରେ ୨ ବାଇକ୍ ଆରୋହୀ ମୃତ। ବରଗଡ଼ ଅତାବିରା ଥାନା ଦେବାହାଲ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବାଇକ ଚାଳକଙ୍କ ଉପରେ ଓଲଟି ପଡ଼ିଲା କୋଇଲା ବୋଝେଇ ଟ୍ରକ। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା।

ବରଗଡ଼ (କେନ୍ୟୁଜ): ଚାପିଦେଲା ଟ୍ରକ। ଟ୍ରକ ଧକ୍କାରେ ୨ ବାଇକ୍ ଆରୋହୀ ମୃତ। ବରଗଡ଼ ଅତାବିରା ଥାନା ଦେବାହାଲ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବାଇକ ଚାଳକଙ୍କ ଉପରେ ଓଲଟି ପଡ଼ିଲା କୋଇଲା ବୋଝେଇ ଟ୍ରକ। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକମାନେ ସମ୍ବଲପୁର ସଦର ଥାନା ଅଞ୍ଚଳର । ଦୁର୍ଘଟଣାପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଅତାବିରା ପୋଲିସ ଟ୍ରକକୁ ଜବତ କରି ଡ୍ରାଇଭରକୁ ଅଟକ ରଖିଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.