Below header

କେନ୍ଦୁଝର : ଦୁଇଟି ପୃଥକ ପୃଥକ ସଡକ ଦୁର୍ଘଟଣାରେ ତିନି ମୃତ, ଜଣେ ଆହତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବରବେଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ ଫୁଲଝର ଗାଁର ବାପି ନାଏକ ଏବଂ ସୁଦନ ନାଏକ ।
ସେହିପରି ହରିଚନ୍ଦନପୁରର ଖଡିବାହାଳ ଗାଁ ନିକଟରେ ଏକ ଅଜଣା ଗାଡି ଧକାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.