ରାଜ୍ୟ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧାହେଲେ ଦୁଇ ସରକାରୀ ବାବୁ

କେନ୍ୟୁଜ୍(ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧାହେଲେ ଦୁଇ ସରକାରୀ ବାବୁ । ଖଣି ବିଭାଗ ଡିଜିଏମ୍‌ ଉମେଶ ଚନ୍ଦ୍ର ଜେନାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଉମେଶ ଚନ୍ଦ୍ର ଆୟଠାରୁ ୩୬୮ ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ କରିଛନ୍ତି । ଖୋର୍ଦ୍ଧା ଓ କେନ୍ଦୁଝରର ୧୩ଟି ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଘରୁ ୧ କୋଟି ୬୪ ଲକ୍ଷ ଟଙ୍କାର କ୍ୟାସ୍‌ ମିଳିଥିବା ବେଳେ ଜବତ ହୋଇଥିଲା ୬୫୦ ଗ୍ରାମ୍‌ ସୁନା ଗହଣା ।

ଏପଟେ ଭବାନୀପାଟଣା KBK କ୍ଷୁଦ୍ର ଜଳସେଚନ ସର୍କଲ ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କୁ ବାନ୍ଧିଛି ଭିଜିଲାନ୍ସ । କନ୍ଦର୍ପ ପ୍ରଧାନଙ୍କ ଆୟଠାରୁ ୭୫ ପ୍ରତିଶତ ଅଧିକ ସମ୍ପତ୍ତି ଠାବ ହୋଇଛି । ଗତକାଲି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ହୋଇଥିଲା ଚଢ଼ାଉ । ଅନୁଗୋଳ ତୁରଙ୍ଗରେ କନ୍ଦର୍ପ ପ୍ରଧାନଙ୍କର ରହିଛି ଗୋଟିଏ ଦୁଇ ମହଲା ନିର୍ମାଣଧୀନ କୋଠା । ଅନୁଗୋଳ ଓ ଆଖପାଖ ଅଞ୍ଚଳରେ ୫ଟି ପ୍ଲଟ୍‌ ଅଛି । କନ୍ଦର୍ପଙ୍କ ୨ଟି କାର ଓ ୧୫ଟି ବ୍ୟାଙ୍କ ଆକାଉଣ୍ଟ ଠାବ କରିଥିଲା ଭିଜିଲାନ୍ସ ।

KNews Bureau

Recent Posts

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

1 min ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

4 mins ago

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

16 mins ago

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

35 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

38 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

45 mins ago