କଟକ ମାଣିଆବନ୍ଧରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ ଓ ଜଣେ ଗୁରୁତର

କଟକ (କେନ୍ଯୁଜ୍) : ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷରେ ଜଣେ ମୃତ, ଜଣେ ଗୁରୁତର। କଟକ ଜିଲ୍ଲା ବଡମ୍ବା ବ୍ଲକ ମାଣିଆବନ୍ଧ ନିକଟରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ମୃତକ ଜଣକ ବିକାଶ ସାହୁ। ଗୁରୁତର ଶଙ୍କର ଇନ୍ଦ୍ରମଣିଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ୪ଜଣଙ୍କୁ ଅଟକ ରଖିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.