ବଲାଙ୍ଗିର: ଜମିଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହଣାକଟା, ୨ ଗୁରୁତର 

ବଲାଙ୍ଗିର: ବଲାଙ୍ଗିରରେ ଗୋଷ୍ଠୀ ସଂଘର୍ଷ ଘଟି ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବିଜାଖମନ ନିକଟରେ ଜମିଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଥିଲା। ଏନେଇ ଉଭୟଙ୍କ ପକ୍ଷରୁ ଟାଉନ ଥାନାରେ ମାମଲା ରୁଜୁ କରାଯାଇଥିବା ବେଳେ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.