ମାଲାକନିଗିରି(କେନ୍ଯୁଜ୍): ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ। ମାଲାକନିଗିରି ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ପୋଲିସ ଡିଜି ଅଭୟଙ୍କ ଉପସ୍ଥିତିରେ ଦୁଇ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆଜି କୋରାପୁଟ ପରେ ମାଲକାନଗିରି ଗସ୍ତରେ ଆସିଥିଲେ ପୋଲିସ ଡିଜି ଅଭୟ।
ମାଓ ରଣନୀତି ନେଇ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଦୁଇ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଥିଲେ। ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ ବୋଲି ପୋଲିସ ଡିଜି କହିଛନ୍ତି। ଏହାପୂର୍ବରୁ କୋରାପୁଟ ଏସ୍ପି ଓ BSF ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଡିଜିପି।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…