Below header

ପୋଲିସ୍ ସହ ଗୁଳିବିନିମୟ, ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ମୃତ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡ଼ା ଜଙ୍ଗଲରେ ପୋଲିସ୍ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ମୃତ। ନାହାଡ଼ି ଜାଙ୍ଗଲରେ ଆଜି ସକାଳୁ ମାଓବାଦୀ କ୍ୟାମ୍ପ କରି ରହିଥିବା ନେଇ ଖବର ପାଇ ଚଢ଼ାଉ କରିଥିଲା ପୋଲିସ୍ ।

ମାଲକାନଗିରି(କେନ୍ୟୁଜ୍‌): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡ଼ା ଜଙ୍ଗଲରେ ପୋଲିସ୍ ମାଓବାଦୀ ମଧ୍ୟରେ ଗୁଳିବିନିମୟ। ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ମୃତ। ନାହାଡ଼ି ଜାଙ୍ଗଲରେ ଆଜି ସକାଳୁ ମାଓବାଦୀ କ୍ୟାମ୍ପ କରି ରହିଥିବା ନେଇ ଖବର ପାଇ ଚଢ଼ାଉ କରିଥିଲା ପୋଲିସ୍ ।

ତେବେ ଏଥିରେ ଅଳ୍ପକେ ବର୍ତ୍ତିଯାଇଥି ଟପ କ୍ୟାଡର ମାଓବାଦୀ। ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ୍। ସେପଟେ ମାଓବାଦୀ ଲ୍ୟାଣ୍ଡମଇଁନ ବିସ୍ପୋରଣରେ ଜଣେ ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ଏବେବି ପୋଲିସ ପକ୍ଷରୁ କୁମ୍ବିଙ୍ଗ ଅପରେସନ ଜାରି ରହିଛି । ଏନେଇ ସୂଚନା ଦେଇଛନ୍ତି ଦନ୍ତେୱାଡା SP ଗୌରବ ରାୟ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.