Below header

କୂଅ ଭିତରେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କର ମୃତ୍ୟୁ, ଜଣେ ଅସୁସ୍ଥ

ନବରଙ୍ଗପୁର(କେ ନ୍ୟୁଜ):  କୂଅ ଭିତରେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କର ମୃତ୍ୟୁ । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ସୋନାରପାରା ଗାଁରେ ଏହି ଘଟଣା ଘଟିଛି । କୂଅ ସଫା କରିବାକୁ ତିନି ଜଣ କୂଅ ଭିତରେ ପଶିଥିଲେ । ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଅସୁସ୍ଥ ଅଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.