ରାଜ୍ୟ

ଇନସୁରାନ୍ସ ଟଙ୍କାକୁ କେନ୍ଦ୍ର କରି ଦାଦା ଓ ପୁତୁରା ଏସିଡ୍‌ ଫୋପଡା ଫୋପଡି, ଉଭୟ ଆହତ

ଭଞ୍ଜନଗର(କେନ୍ଯୁଜ୍): ଉଭୟେ ଉଭୟଙ୍କ ଉପରକୁ ଏସିଡ୍‌ ଫୋପାଡି ଆହତ ହେଲେ ଦାଦା ଓ ପୁତୁରା । ଗଂଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ମାମୁଁଡିହ ଗାଁ ରେ ଘଟିଛି ଏଭଳି ଘଟଣା । ଦୁଇ ଆହତଙ୍କୁ ଆସିକା ମେଡିକାଲ ରେ ଭର୍ତି କରାଯାଇଛି ।

ଇନସୁରାନ୍ସ ଟଙ୍କାକୁ କେନ୍ଦ୍ର କରି ଉଭୟ ଦାଦା ଓ ପୁତୁରାଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା, ପରେ ଗଣ୍ଡଗୋଳର ରୂପ ନେଇଥିଲା । ଗଣ୍ଡଗୋଳ ସମୟରେ ଉଭୟ ଦାଦା ଓ ପୁତୁରା ଉତ୍ୟକ୍ତ ହୋଇ , ପରସ୍ପରକୁ ଏସିଡ୍‌ ଫୋପାଡି ଥିଲେ । ଘଟଣା ସ୍ଥଳରେ ଆସିକା ଥାନା ପୋଲିସ ପହଞ୍ଚି ତଦନ୍ତ କରିଛି ।

Sonalisa

Recent Posts

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

2 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

19 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

51 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

53 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

60 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago