ଭୁବନେଶ୍ୱର ଟଙ୍କପାଣି ଅଞ୍ଚଳରେ ଅଘଟଣ: ସ୍ୱେରେଜ ଟାଙ୍କିରେ ପଶି କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ମୃତ

ଭୁବନେଶ୍ୱର: ଭୁବନେଶ୍ୱର ଟଙ୍କପାଣି ଅଞ୍ଚଳରେ ଅଘଟଣ । ଶ୍ୱାସରୁଦ୍ଧ ହୋଇ ଦୁଇ ଜଣଙ୍କ ମୃତ୍ୟୁ । ସ୍ୱେରେଜ ଟାଙ୍କିରେ ପଶି କାମ କରୁଥିବା ବେଳେ ଘଟିଛି ଏହି ଅଘଟଣ । ମୃତକ ଦୁଇ ଜଣ ହେଲେ କୁନାରାମ ସର୍ଦ୍ଦାର ଓ ସିଲୁ ପେରୁଆ । ସେମାନଙ୍କ ଘର ଟଙ୍କପାଣି ରୋଡରେ ।

ତେବେ ଉଭୟଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.