ରାଜ୍ୟ

ସୁନ୍ଦରଗଡ଼ର ଆଉ ୨ଟି ସ୍ଥାନ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା‌

ସୁନ୍ଦରଗଡ଼: ସୁନ୍ଦରଗଡ଼ର ଆଉ ୨ଟି ସ୍ଥାନ କଣ୍ଟେନ୍‌ମେଣ୍ଟ ଜୋନ୍‌ । ବାଲିଶଙ୍କରା ବ୍ଲକର ୨ଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ମୁରକିଆ ଓ ବନଡେଗା ଗାଁକୁ କଣ୍ଟେନମେଣ୍ଟ ଜୋନ୍‌ କରାଯାଇଛି ।

ମୁରକିଆରୁ ୨୪ ଜଣ ଓ ବନଡେଗାରୁ ୩୨ ଜଣ କୋଭିଡ ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଟକଣା ଲାଗୁ ହୋଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ବଳବତ୍ତର ରହିବ ।

Sonalisa

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 min ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

34 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

36 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

43 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

51 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

51 mins ago