ସ୍କୁଟିକୁ ଚାପିଦେଲା ଟ୍ରକ, ଘଟଣାସ୍ଥଳରେ ୨ ମୃତ

ଚାପିଦେଲା ଟ୍ରକ, ୨ ମୃତ । କଟକ ୧୬ ନମ୍ବର ଜାତୀୟ ରାଜପଥ ଗୋପାଳପୁର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ସ୍କୁଟିକୁ ଧକ୍କା ଦେଲା ଟ୍ରକ। ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି ।

କଟକ (କେନ୍ୟୁଜ): ଚାପିଦେଲା ଟ୍ରକ, ୨ ମୃତ । କଟକ ୧୬ ନମ୍ବର ଜାତୀୟ ରାଜପଥ ଗୋପାଳପୁର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ସ୍କୁଟିକୁ ଧକ୍କା ଦେଲା ଟ୍ରକ। ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ।

ଖବର ଅନୁଯାୟୀ ଦୁଇ ଜଣ ଯୁବକ ଭୁବନେଶ୍ବରରୁ କଟକ ସ୍କୁଟିରେ ଆସୁଥିବାବେଳେ ଦ୍ରୁତ ଗତିରେ ଆସି ଟ୍ରକ ଚଢାଇ ଦେଇଥିଲା । ଫଳରେ ଘଟଣାସ୍ଥଳରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିଲା । ତେବେ ସେମାନଙ୍କ ପରିଚୟ ମିଳିପାରିନାହିଁ ।  ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି । ସେପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ ଜମିଛି ।

 

Leave A Reply

Your email address will not be published.