ରାଜ୍ୟ

ଦୁଇ ପ୍ରମୁଖ ରାଜନୈତିକ ଦଳ ଉପନିର୍ବାଚନା ପାଇଁ ଘୋଷଣା କଲେ ଷ୍ଟାର ପ୍ରଚାରକ ତାଲିକା, ଜାଣନ୍ତୁ କିଏ କିଏ ପ୍ରଚାର ମୈଦାନକୁ ଓହ୍ଲାଇବେ

କେନ୍ୟୁଜ୍(ବ୍ୟୁରୋ):ଉପନିର୍ବାଚନ ପାଇଁ ଘୋଷଣା ହେଲା ଷ୍ଟାର ପ୍ରଚାରକ ତାଲିକା। ବିଜେପି ଓ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ୩୦ଜଣ ଷ୍ଟାର ପ୍ରଚାରକଙ୍କ ନାଁ ଘୋଷଣାକଲେ ଉଭୟ । BJD ଷ୍ଟାର ପ୍ରଚାରକ ତାଲିକାରେ ଅଛନ୍ତିମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମନ୍ତ୍ରୀ ପ୍ରତାପ ଜେନା, ନବ କିଶୋର ଦାସ, ଅରୁଣ କୁମାର ସାହୁ, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସମୀର ଦାଶ, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ରଘୁନନ୍ଦନ ଦାସ, ସୁଶାନ୍ତ ସିଂ ଓ ସୁଦାମ୍ ର୍ମାଣ୍ଡି ଏହି ତାଲିକାରେ ଅଛନ୍ତି। ସେହିପରି ବିଧାୟକ ପ୍ରଣବ ପ୍ରକାଶ ଦାସ, ଅନନ୍ତ ଦାସ, ସୌମ୍ୟରଞ୍ଜନ ପଟ୍ଟନାୟକ, ଦେବୀ ପ୍ରସାଦ ମିଶ୍ର, ପ୍ରମିଳା ମଲ୍ଲିକ, ଅତନୁ ସବ୍ୟସାଚୀ ନାୟକ ଓ ପ୍ରତାପ କେଶରୀ ଦେବ ମଧ୍ୟ ଷ୍ଟାର ପ୍ରଚାରକ ଭାବେ ମନୋନୀତ ହୋଇଛନ୍ତି। ସାଂସଦ ରାଜଶ୍ରୀ ମଲ୍ଲିକ  ଓ ଯୋଜନାବୋର୍ଡ ଉପାଧ୍ୟକ୍ଷ  ସଞ୍ଜୟ ଦାସ ବର୍ମା ବି ଏହି ତାଲିକାରେ ରହିଛନ୍ତି ।

ସେହିପରି BJP ଷ୍ଟାର ପ୍ରଚାରକ ତାଲିକାରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଢ଼ଙ୍ଗୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ସାଂସଦ ଜୁଏଲ ଓରାମ, ସୁରେଶ ପୂଜାରୀ, ଅପରାଜିତା ଷଢ଼ଙ୍ଗୀ, ବସନ୍ତ କୁମାର ପଣ୍ଡା ୩୦ ଜଣିଆ ଷ୍ଟାର ପ୍ରଚାରକଙ୍କ ମଧ୍ୟରେ ରହିଥିବା ଜଣା ପଡ଼ିଛି । ଏମାନଙ୍କ ସହିତ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ବୈଜୟନ୍ତ ପଣ୍ଡା, ଅରୁଣ ସିଂହ, ସୌଦାନ ସିଂ, କେ.ଭି. ସିଂ ଦେଓ, ମନମୋହନ ସାମଲ, ବିଶେଶ୍ୱର ଟୁଡୁ, ଅଶ୍ବିନୀ ବୈଷ୍ଣବ, ସମ୍ବିତ ପାତ୍ର, ବିଷ୍ଣୁ ସେଠି, ଏମ.ଏ ଖାରବେଳ ସ୍ୱାଇଁ, ପୃଥୀରାଜ ହରିଚନ୍ଦନ, ବିଜୟ ମହାପାତ୍ର, ପ୍ରକାଶ ମିଶ୍ର, ମୋହନ ଚରଣ ମାଝୀ, ସୁକାନ୍ତ କୁମାର ନାୟକ, ରଘୁନାଥ ମହାନ୍ତି, ପଦ୍ମଲୋଚନ ପଣ୍ଡା, ଜୟନାରାୟଣ ମହାନ୍ତି, ଗୋଲକ ପ୍ରସାଦ ମହାପାତ୍ର, ବିଭୁ ପ୍ରସାଦ ତରାଇ, ଭୃଗୁ ବକ୍ସିପାତ୍ର  ଓ ଲେଖାଶ୍ରୀ ସାମନ୍ତସିଂହାରଙ୍କ ନାଁ ଏହି ତାଲିକାରେ ରହିଛି ।

KNews Bureau

Recent Posts

କଳିଙ୍ଗ ଟିଭିକୁ ଧନ୍ୟବାଦ ଜଣାଇଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ମୋହନ ଚରଣ  ମାଝୀ ଏବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଗତକାଲି ତାଙ୍କ ନେତୃତ୍ୱରେ ବିଜେପି ସରକାର…

26 mins ago

ନାଗପୁର ହିଟ ଆଣ୍ଡ ରନ ମାମଲା ; ୩ଶହ କୋଟିର ସଂପତ୍ତି ପାଇଁ ବୋହୂ ଦେଇଥିଲା ସୁପାରୀ

କି ଯୁଗ ହେଲା । ସମ୍ପତି ଲୋଭ ମଣିଷକୁ ଅନ୍ଧ କଲା । ଭୁଲିଗଲା ସବୁ ସମ୍ପର୍କ । ଶଶୁର…

39 mins ago

ରାଜ୍ୟରୁ ହଟିଲା 5T ଓ ମୋ ସରକାର, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ ନିର୍ଦ୍ଦେଶ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରୁ ହଟିଲା 5T ଓ ମୋ ସରକାର । ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ…

1 hour ago

ପୋକ୍ସୋ ମାମଲା: ବିଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି କରାଯାଇଛି । ବେଙ୍ଗାଲୁରୁର ଏକ…

2 hours ago

ଘର ଉଜାଡିଦେଲା ମଦୁଆ ସ୍ୱାମୀ, ସ୍ତ୍ରୀକୁ ମାରି କିଛି ନଜାଣିବାର ନାଟକ କଲା ନରହନ୍ତା

ଯେଉଁ ହାତରେ ଦିନେ ସ୍ତ୍ରୀ ମଥାରେ ଦେଇଥିଲା ସିନ୍ଦୁର । ଆଜି ସେହି ହାତ ମାରିଦେଲା ସ୍ତ୍ରୀକୁ । ମାରି…

2 hours ago

ପୋଖରୀରେ ବୁଡି ନାବାଳିକାର ମୃତ୍ୟୁ

ଅନୁଗୋଳ : ଅନୁଗୋଳ ଜିଲ୍ଲା ନିଶା ଥାନା ଅନ୍ତର୍ଗତ ବଡ କେରଜାଙ୍ଗ ଗ୍ରାମରେ ଘଟିଛି ଅଘଟଣ । ପୋଖରୀରେ ବୁଡି…

2 hours ago