ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ସ୍କୁଲ ଛାତ୍ରଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ମାଓବାଦୀଙ୍କ ବର୍ବରକାଣ୍ଡ। ୨ ସ୍କୁଲ ଛାତ୍ରଙ୍କୁ ହତ୍ୟା କଲେ ମାଓବାଦୀ । ଘଟଣା ଘଟିଛି ଛତିଶଗଡ଼ର ସୁକମା ଜିଲ୍ଲା ମିଲମପଲ୍ଲି ଜଙ୍ଗଲରେ । ପୋଲିସ ଇନଫର୍ମର ସନ୍ଦେହରେ ୨ ସ୍କୁଲ ଛାତ୍ରଙ୍କୁ ହତ୍ୟା କଲେ ମାଓବାଦୀ।

ଏନେଇ ସୂଚନା ଦେଇଛନ୍ତି ସୁକମା ଏସ୍‌ପି କେ.ଏଲ୍‌ ଧ୍ରୁବ୍‌ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.