Below header

୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇ ଗୁରୁତର

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇ ଗୁରୁତର। ଗଛରେ ଚଢି ତାଳ ତୋଳୁଥିବାବେଳେ ୧୧କେଭି ତାର ସଂସ୍ପର୍ଶରେ ଆସିଥିଲେ ଦୁଇଜଣ।

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇ ଗୁରୁତର। ଗଛରେ ଚଢି ତାଳ ତୋଳୁଥିବାବେଳେ ୧୧କେଭି ତାର ସଂସ୍ପର୍ଶରେ ଆସିଥିଲେ ଦୁଇଜଣ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଗୁରୁତର ହେଲେ ନୟାଗଡ ଜିଲ୍ଲା ମଗରବନ୍ଧ ଗାଁର ଅଶୋକ ନାୟକ ଏବଂ ଲକ୍ଷ୍ମୀଧର ପ୍ରଧାନ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.