Below header

ବାଲେଶ୍ୱର : ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ସଲିଳ ସମାଧି

ବାଲେଶ୍ୱର : ୨ ଭଉଣୀଙ୍କ ସଲିଳ ସମାଧି । ବାଲେଶ୍ୱର ସଦର ଥାନାର ରସାଳପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଦୁଇ ସଂପର୍କୀୟ ଭଉଣୀ ସକାଳ ପ୍ରାୟ ୧୦ଟା ବେଳେ ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ିଯାଇଥିଲେ। ବହୁ ଖୋଜାଖୋଜି ପରେ ସେମାନଙ୍କୁ ଉଦ୍ଧାର କରାଯାଇଥିଲା। ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନା ନିଆଯାଇଥିବା ବେଳେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.