ରାଇରଙ୍ଗପୁର(କେନ୍ୟୁଜ୍): ଆଜବେଷ୍ଟସ ଘର କାନ୍ଥ ପଡି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା ଭୋଳବେଡା ଗ୍ରାମରେ। ଗତ ରାତିରେ ଖାଇ ସାରି ବାପା ମାଙ୍କ ସହ ଦୁଇ ନାବାଳିକ ଝିଅ ( ଜଣେ ୧୧ ବର୍ଷର ଓ ଜଣେ ୩ ବର୍ଷର ) ଶୋଇଥିବା ବେଳେ ହଠାତ୍ କାନ୍ଥ ପଡିଯିବାରୁ ଉଭୟ ଚାପି ହୋଇଯାଇଥିଲେ।
ବାପା ଅନିଲ ଗିରି ୨ ଝିଅଙ୍କୁ ଉଦ୍ଧାର କରି ତୁରନ୍ତ ହସ୍ପିଟାଲ ନେଇଯାଇଥିଲେ ସୁଦ୍ଧା ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଅନିଲ ଗିରିଙ୍କ କେବଳ ଏହି ଦୁଇ ଝିଅ ଥିବାବେଳେ, ଉଭୟଙ୍କ ଏକା ସହ ମୃତ୍ୟୁ ଖବରକୁ ସହ୍ୟ କରି ପାରୁନାହାନ୍ତି ପରିବାର ଲୋକେ ।
ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…
ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍ସ ହାଇଅର ଏଜୁକେସନ୍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…
କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…
କଟକ (କେନ୍ୟୁଜ୍) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…
ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…
ଭୁବନେଶ୍ୱର (କେନ୍ୟୁଜ): ମୋହନ ଚରଣ ମାଝୀ ଏବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଗତକାଲି ତାଙ୍କ ନେତୃତ୍ୱରେ ବିଜେପି ସରକାର…