Below header

ଓଡ଼ିଶାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର(କେନ୍ଯୁଜ୍): ଓଡ଼ିଶାରେ ଦୁଇ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱରରେ ପହଁଚିଛନ୍ତି । ଜନ ଆଶୀର୍ବାଦ ଯାତ୍ରାରେ ଯୋଗ ଦେଇଛନ୍ତି ।

ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ପୁରୀ ଗସ୍ତ କରିଛନ୍ତି। ପୁରୀରେ ମହାପୁଭୁଙ୍କ ଦର୍ଶନ କରିବେ ଦୁଇ ମନ୍ତ୍ରୀ । ମନ୍ତ୍ରୀମଣ୍ଡଳରେ ସାମିଲ ହେବା ପରେ ଅଶ୍ୱିନୀ ବୈଷ୍ଣବଙ୍କ ଏହା ପ୍ରଥମ ଗସ୍ତ । ୭ ଜିଲ୍ଲାର ୬ ସଂସଦୀୟ କ୍ଷେତ୍ର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ଦୁଇ କେନ୍ଦ୍ର ମନ୍ତ୍ରୀ । ଆଜି ରାୟଗଡ଼ା ଗସ୍ତ କରି ବିଭିନ୍ନ ରେଳ ପ୍ରକଳ୍ପର ସମୀକ୍ଷା କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.