ରାଜ୍ୟ

ତରକେରା ଡ୍ୟାମରେ ଗାଧୋଇବାକୁ ଯାଇ ବୁଡିଗଲେ ଦୁଇ ଯୁବକ, ମୃତଦେହ ଉଦ୍ଧାର

ରାଉରକେଲା : ରାଉରକେଲା ତରକେରା ଡ୍ୟାମରେ ଘଟିଯାଇଛି ଅଘଟଣ । ଗାଧୋଇବାକୁ ଯାଇ ଦୁଇ ଯୁବକଙ୍କ ଘଟିଯାଇଛି ମୃତ୍ୟୁ। ରାଉରକେଲା ଡ୍ୟାମରେ ଗାଧୋଇବାକୁ ଯାଇଥିଲେ ।  ଜଣେ ଯୁବକକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି ।  ବୁଡି ଯାଇଥିବା ଦୁଇ ଯୁବକଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି ।

ଫାୟାର ଏବଂ ଓଡ୍ରାଫ ଟିମ୍ ତାଙ୍କ ଶବ ନଦୀ ମଧ୍ୟରୁ ଉଦ୍ଧାର କରିଛନ୍ତି । ତେବେ ଆଜି ପ୍ରାୟ ତିନିଟା ବେଳକୁ ତିନି ଜଣ ସାଙ୍ଗ ଗାଧୋଇବାକୁ ଯାଇଥଲେ। ଏବଂ ତରକେର ଡ୍ୟାମରେ ଦୁଇ ସାଙ୍ଗ ପାଣିରେ ଗାଧୋଉଥିବା ବେଳେ ଜଣେ ଯୁବକ ଭିଡ଼ିଓ କରିଥିଲେ। ଏବଂ ଭିଡ଼ିଓ କରିବାକୁ ଯାଇ ନଦୀରେ ବୁଡି ଯାଇଥିଲେ ।  ମୃତ ଯୁବକ ଦ୍ବୟ ହେଲେ ଛେଣ୍ଡ କଲୋନୀର ଜରିବ ଖାନ (20) ଏବଂ ଡେଲି ମାର୍କେଟ ଲାଲ ବିଲ୍ଡିଂ ରାଜ କୁମାର ମହତୋ (20) ।  ଘଟଣା ସ୍ଥଳରେ ମନ୍ତ୍ରୀ ତଥା ରାଉରକେଲା ବିଧାୟକ ସାରଦା ନାୟକ ପହଂଚିଛନ୍ତି  ।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago