Categories: ରାଜ୍ୟ

ଉଜ୍ଜ୍ୱଳା ରଥ ଉଦଘାଟିତ : ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର (କେନ୍ୟୁଜ୍) : ଉଜ୍ଜ୍ୱଳା ରଥ ଉଦଘାଟିତ । ଭୁବନେଶ୍ୱରର ଇଣ୍ଡିଆନ ଅଏଲ ପରିସରରେ ଏହି କାର୍ୟ୍ୟକ୍ରମକୁ ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୬ଟି ଉଜ୍ଜ୍ୱଳା ରଥ ସାରାରାଜ୍ୟ ପରିକ୍ରମା କରିବ । ସାରା ଦେଶରେ ୫ କୋଟି ପରିବାରକୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି । ସେହିଭଳି ରାଜ୍ୟରେ ଉଜ୍ଜ୍ୱଳା ଯୋଜନାରେ ମୋଟ ୭୨ ଲକ୍ଷ ଏଲପିଜି ସଂଯୋଗ ହୋଇଥିବା କହିଛନ୍ତି ଧର୍ମେନ୍ଦ୍ର ।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

22 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

41 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

49 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago