Below header

ପୁରୀରେ ପୂଜକଙ୍କୁ ସଂଘବଦ୍ଧ ଆକ୍ରମଣ, ଆହତ ଅବସ୍ଥାରେ ଚିକିତ୍ସାଳୟରେ ଭର୍ତ୍ତି

ପୁରୀ ମାର୍କଣ୍ଡେଶ୍ୱର ସାହି ସ୍ଥିତ ରେବେସା ମଠର ପୂଜକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ମଠର ଜଣେ ବାବାଜୀ ଏହି ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି ।

ପୁରୀ (କେନ୍ୟୁଜ): ପୁରୀ ମାର୍କଣ୍ଡେଶ୍ୱର ସାହି ସ୍ଥିତ ରେବେସା ମଠର ପୂଜକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ମଠର ଜଣେ ବାବାଜୀ ଏହି ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି । ଆହତ ପୂଜକ ହେଉଛନ୍ତି ଲକ୍ଷ୍ମୀଧର ଦାସ।ସେ ୩୦ ବର୍ଷ ହେବ ପରିବାର ସହ ମଠରେ ରହୁଛନ୍ତି। ଠାକୁର ପୂଜା କରି ରୋଜଗାର କରୁଥିବା ଅର୍ଥରେ ପରିବାର ଚଳାନ୍ତି। ୨ ବର୍ଷ ତଳେ ମଠକୁ ଜଣେ ବାବାଜୀ ଆସି ତାଙ୍କୁ ମଠ ଛାଡ଼ି ଚାଲି ଯିବା ପାଇଁ ବାଧ୍ୟ କରିବା ସହ ତାଙ୍କୁ ଆକ୍ରମଣ କରିଛନ୍ତି। ପୂଜକ ଲକ୍ଷ୍ମୀଧରଙ୍କୁ ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.