ଆସନ୍ତାକାଲି ଝାରସୁଗୁଡା ଆସିବେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ଝାରସୁଗୁଡ଼ା(କେନ୍ୟୁଜ୍‌) : ଆସନ୍ତାକାଲି ଝାରସୁଗୁଡ଼ା ଗସ୍ତରେ ଆସୁଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଆୟୋଜିତ ଉଡ଼ାଣ ଦିବସରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ।

ଏହାକୁ ନେଇ ବିମାନ ବନ୍ଦର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ବିମାନ ବନ୍ଦର ନିର୍ଦ୍ଦେଶକ । ତାଙ୍କ ସହ ମନ୍ତ୍ରୀ ଭି.କେ.ସିଂ, ଏ.ଏ.ଆଇର ଅଧ୍ୟକ୍ଷ ସଞ୍ଜୀବ କୁମାର ଓ ବେସାମରିକ ବିମାନ ଚଳାଚଳ ସଚିବ ରାଜୀବ ବଂସଲ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.