ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ସିଧା ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ପ୍ରଶାସନକୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଆଇନ୍‌ ଶୃଙ୍ଖଳା ପରିସ୍ଥିତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଏବଂ ବାଲେଶ୍ୱରରେ ଉପଜିଲ୍ଲାପାଳଙ୍କୁ ବାଲି ମାଫିଆଙ୍କ ଆକ୍ରମଣ ଭଳି ଘଟଣାର ଉଦାହରଣ ଦେଇ ଏସବୁ ଘଟଣାର ତୃତୀୟ ପକ୍ଷ ଦ୍ୱାରା ତଦନ୍ତ କରାଯିବାକୁ କହିଛନ୍ତି । ଏହା ସହିତ ଆଇନ ଶୃଙ୍ଖଳା ସ୍ଥିତି ନେଇ ବିଜେପି ରାଜ୍ୟରେ ଜନଜାଗରଣ ସୃଷ୍ଟି କରିବ ବୋଲି ସେ କହିଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.