ରାଜ୍ୟ

ମିସ୍‌ଡ କଲ୍‌ କଲେ ହୋଇପାରିବ ନୂଆ ଗ୍ୟାସ ସଂଯୋଗ ସହ ଗ୍ୟାସ ରିଫିଲିଂ, ଲଞ୍ଚିଂ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ୍(ବ୍ୟୁରୋ):  ଗୋଟିଏ ମିସଡ୍‌ କଲରେ ହେବ ଗ୍ୟାସ ରିଫିଲ ବୁକିଂ। ମିସ୍‌ଡ କଲ୍‌ କଲେ ହୋଇପାରିବ ନୂଆ ଗ୍ୟାସ ସଂଯୋଗ ସହ ଗ୍ୟାସ ରିଫିଲିଂ। ଭୁବନେଶ୍ୱରରୁ ଇଣ୍ଡିଆନ ଅଏଲର ମିସ୍‌ଡ କଲ୍‌ରେ ସର୍ବଭାରତୀୟ ଗ୍ୟାସ ରିଫିଲିଂ ବୁକିଂର ଲଞ୍ଚିଂ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୮୪୫୪୯-୫୫୫୫୫ ନମ୍ବରରେ ମିସକଲ କରି ରିଫିଲିଂ ଏବଂ ବୁକିଂ ପାଇଁ ପଞ୍ଜିକରଣ କରିପାରିବେ। ରାଜଧାନୀ ଭୁବନେଶ୍ୱରରେ ଏହି ସେବା ଆରମ୍ଭ ହୋଇଛି ।

ଖୁବଶୀଘ୍ର ଓଡ଼ିଶାର ଅନ୍ୟ ସ୍ଥାନରେ ଏବଂ ଆଗାମୀ କିଛି ମାସରେ ଦେଶରେ ଏହି ସୁବିଧା ଉପଲବ୍ଧ ହେବ। ଏହି ସେବାର ଶୁଭାରମ୍ଭ ଅବସରରେ ଭୁବନେଶ୍ୱର ସମେତ ଦେଶର ୭ଟି ବଡ଼ ସହରରେ ଇଣ୍ଡିଆନ ଅଏଲ ଦ୍ୱାରା ବିକଶିତ ଦେଶର ପ୍ରଥମ ବିଶ୍ୱସ୍ତରୀୟ ପ୍ରିମିୟମ ଗ୍ରେଡ୍‌ ପେଟ୍ରୋଲ ଅକ୍ଟୋବ ୧୦୦ ତଥାପ ଏକ୍ସପି ୧୦୦ ପ୍ରଚଳନର ଶୁଭାରମ୍ଭ କରିଥିଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ।

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

10 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

19 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

53 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago