ସମ୍ବଲପୁର(କେନ୍ୟୁଜ୍): ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରେସମିଟ । ନବୀନଙ୍କ ପ୍ରଶ୍ନର ଉତ୍ତର ରଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତକାଲି ପ୍ରଧାନମନ୍ତ୍ରୀଙ୍କ ଅଭିଯୋଗ ପରେ ଓଡ଼ିଶାକୁ କେନ୍ଦ୍ରୀୟ ଅବହେଳା ନେଇ କଡ଼ା ଜବାବ ରଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସାମ୍ବାଦିକ ସମ୍ମିଳନୀରେ ନବୀନଙ୍କ ପ୍ରଶ୍ନର ଉତ୍ତର ରଖି ଗତ ୧୦ ବର୍ଷରେ ଓଡ଼ିଶା ପ୍ରତି କେନ୍ଦ୍ରର ଅବଦାନର ହିସାବ ଦେଇଥିଲେ । ୪୯ ଜଣ ଓଡ଼ିଆଙ୍କୁ ପଦ୍ମଶ୍ରୀ ମିଳିଛି । ବିଭିନ୍ନ ଆଞ୍ଚଳିକ ଭାଷାରେ ବର୍ଣ୍ଣବୋଧ ପ୍ରକାଶ କରାଯାଇଛି । କେନ୍ଦ୍ର ସରକାର ଧାନର ଏମଏସପି୨୧୮୩ ଟଙ୍କା ଦେଉଛନ୍ତି । କୋଇଲା ରୟାଲଟିରେ ଓଡ଼ିଶା ସବୁଠାରୁ ବଡ଼ ଲାଭାର୍ଥୀ ବୋଲି ଧର୍ମେନ୍ଦ୍ର କହିଛନ୍ତି ।
ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…
ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…
ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…
ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…
ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…
କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…