ଭୁବନେଶ୍ବର: ରାଜମହଲ ଛକକୁ ଉଠିଲା ୧ ନମ୍ବର ହାଟ। ସାମାଜିକ ଦୂରତ୍ୱ ପାଇଁ ହାଟକୁ ସ୍ଥାନାନ୍ତର କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ମହାମାରୀ କରୋନା ପାଇଁ ୪୫ ଦିନ ହାଟ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଟରେ ଜନଗହଳି ହେଉଥିବାରୁ BMC ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ତୁରନ୍ତ ସ୍ଥାନାନ୍ତର ପାଇଁ ବ୍ୟବସାୟୀଙ୍କୁ BMC ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। କରୋନା ପାଇଁ ସାମୟିକ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…