Below header

ସାବିତ୍ରୀ ଅମାବାସ୍ୟା ପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ଛୁଟି

ଭୁବନେଶ୍ୱର (କେନ୍ୟୁଜ୍‌) : ସାବିତ୍ରୀ ଅମାବାସ୍ଯା ପାଇଁ ଆସନ୍ତା ମେ ୩୦ ତାରିଖ ସୋମବାର ଦିନ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି ।

ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟର କୁଳପତି, ସମସ୍ତ ଡିଗ୍ରୀ କଲେଜ ଓ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଆସୁଥିବା ସମସ୍ତ ମହାବିଦ୍ୟାଳୟ ଅଧ୍ଯକ୍ଷମାନଙ୍କୁ ଚିଠି ଏନେଇ ଚିଠି କରିଛନ୍ତି।

 

NOTICE

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.