ଭୁବନେଶ୍ୱର (କେନ୍ୟୁଜ୍): ଭୁବନେଶ୍ୱର ରେଳ ଷ୍ଟେସନ୍ରୁ ଆଜି ଜଣେ ଅଜଣା ବୃଦ୍ଧଙ୍କର ମୃତ ଶରୀର ଉଦ୍ଧାର କରାଯାଇଛି । ତାଙ୍କ ବୟସ ପାଖାପାଖି ୬୦ ହେବ । ରେଳବାଇ ପୋଲିସ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ପ୍ରାଥମିକ ତଦନ୍ତରୁ ଯାହା ଅନୁମାନ କରାଯାଉଛି ଯେ ବ୍ୟକ୍ତି ଜଣକ କୌଣସି ଚଳନ୍ତା ଟ୍ରେନରୁ ଖସି ପଡି ମୃତ୍ୟୁବରଣ କରିଛନ୍ତି । ରେଳବାଇ ଥାନାରେ ଏ ନେଇ ଏକ ଅପମୃତ୍ୟ ମାମଲା ରୁଜୁ କରାଯାଇଅଛି । ମୃତଦେହକୁ ଏବେ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଛି। ଯଦି କୌଣସି ବ୍ୟକ୍ତି ଏହି ତାଙ୍କର ପରିଚୟ ପାଆନ୍ତି ତେବେ ଏହି ଫୋନ ନମ୍ବରରେ 7008160971 ଜଣାଇବାକୁ ଅନୁରୋଧ କରାଯାଇଛି ।
ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…
ଭୁବନେଶ୍ବର(କେନ୍ୟୁଜ୍): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…
ଭୁବନେଶ୍ବର(କେନ୍ୟୁଜ୍): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…
ମୟୂରଭଞ୍ଜ (କେନ୍ୟୁଜ୍): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…
ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…
ଭୁବନେଶ୍ୱର(କେନ୍ୟୁଜ୍): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…