ଘଟଗାଁ : ହରିଚନ୍ଦନପୁର ବାଇପାସ୍ ଛକ ନିକଟରେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଘଟଗାଁ (କେନ୍ୟୁଜ୍) : କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ହରିଚନ୍ଦନପୁର ବାଇପାସ୍ ଛକ ହୋଣ୍ଡା ସୋରୁମ ନିକଟସ୍ଥ ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।  ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଯୁବକଙ୍କ ପରିଚୟ ମିଳିନାହିଁ । ଘଟଣାର ଖବର ପାଇ ସ୍ଥାନୀୟ ଥାନା ଅଧିକାରୀ ବିଜୟ ମହାପାତ୍ର ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ଏଥିସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.