ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଉତ୍ତେଜନା, ଉଠାଦୋକାନୀ ଓ ସ୍ଥାୟୀ ବ୍ୟବସାୟୀ ମୁହାଁମୁହିଁ

ଜବରଦସ୍ତ ଦୋକାନ ଖୋଲିଥିବାରୁ  ଉଠା ଦୋକାନୀଙ୍କୁ ସେଣ୍ଟ୍ରାଲ ମାର୍କେଟ ଆସୋସିଏସନର କଡ଼ା ବିରୋଧ । ଜବରଦସ୍ତ ବସିବାକୁ ଉଦ୍ୟମ ବେଳେ ମୁହାଁମୁହିଁ ହେଲେ ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ।

 ଭୁବନେଶ୍ୱର(କେନ୍ୟୁଜ୍):  ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଉତ୍ତେଜନା  । ପୁଣି ଅଶାନ୍ତି ହୋଇଛି ମାର୍କେଟ ବିଲ୍ଡିଂ । ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ହେଲେ ମୁହାଁମୁହିଁ । ଜବରଦସ୍ତ ଦୋକାନ ଖୋଲିଥିବାରୁ  ଉଠା ଦୋକାନୀଙ୍କୁ ସେଣ୍ଟ୍ରାଲ ମାର୍କେଟ ଆସୋସିଏସନର କଡ଼ା ବିରୋଧ । ଜବରଦସ୍ତ ବସିବାକୁ ଉଦ୍ୟମ ବେଳେ ମୁହାଁମୁହିଁ ହେଲେ ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.