କେନ୍ଯୁଜ୍: ଉପେନ୍ଦ୍ର ପ୍ରସାଦ ସିଂ ହେଲେ କେନ୍ଦ୍ର ବୟନ ସଚିବ । ୧୯୮୫ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏଏସ୍ ହେଉଛନ୍ତି ଉପେନ୍ଦ୍ର ପ୍ରସାଦ ସିଂ । ୧୯୮୬ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏଏସ୍ ଜିଭିଭି ଶର୍ମା ନେସନାଲ ଅଥରିଟି, କେମିକାଲ େଓ୍ଵପନ୍ସ କନ୍ଭେନ୍ସନ୍ର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି।
ଏହା ସହ ୧୯୮୮ ବ୍ୟାଚ୍ର ଗୁଜରାଟ କ୍ୟାଡର ଆଇଏଏସ୍ ବିଦ୍ୟୁତ ବିହାରୀ ସ୍ୱାଇଁଙ୍କୁ ଏମ୍ଏସ୍ଏମ୍ଇ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । କେନ୍ଦ୍ର କ୍ୟାବିନେଟ୍ର ଆପଏଣ୍ଟମେଣ୍ଟସ୍ କମିଟି ପକ୍ଷରୁ ନୂଆ ନିଯୁକ୍ତି ଦେଇଛି ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…