ଭୁବନେଶ୍ୱର(କେନ୍ୟୁଜ୍) : ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ହୋଇଛି ବନ୍ଦେ ଉତ୍କଳ ଜନନୀ କାର୍ୟ୍ୟକ୍ରମ । ଏହି କାର୍ୟ୍ୟକ୍ରମରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର ୧୧୭୨ଟି ସ୍କୁଲର ଲକ୍ଷାଧିକ ଛାତ୍ରଛାତ୍ରୀ ଏକାଠି ବନ୍ଦେ ଉତ୍କଳ ଜନନୀ ଗାନ କରିଛନ୍ତି । ଭାରତୀୟ ଶିକ୍ଷାବିକାଶ ସଂସ୍ଥାନ ପକ୍ଷରୁ କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି । ଏହି ଅବସରରେ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ଦିବ୍ୟବେଶ ଓ ଛପନଭୋଗ ପ୍ରଦର୍ଶନ କରାଯିବା ସହ ଉତ୍କଳ ଜନନୀଙ୍କ ବାଲୁକା ଚିତ୍ର କରାଯାଇଛି ।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…
ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…
ଭୁବନେଶ୍ୱର : କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…
ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆସନ୍ତାକାଲିଠୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…