Below header

‘ସମାଜ’କୁ ଶହେ, ଯୋଗଦେଲେ ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ

କଟକ(କେନ୍ୟୁଜ୍):  ଶହେ ବର୍ଷରେ ପଦାର୍ପଣ କରିଛି ଓଡ଼ିଆ ଖବରକାଗଜ ସମାଜ । କଟକର ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ପାଳିତ ହେଉଛି ଏହାର ଶତବାର୍ଷିକୀ ଉତ୍ସବ। ଲୋକସେବକ ମଣ୍ଡଳ ଓ ସମାଜ ପରିବାର ପକ୍ଷରୁ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ। ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନ୍ୟତମ ଅତିଥି ଭାବେ ଯୋଗ ଦେଇଛନ୍ତି କିଟ ଓ କିସ ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.