ରାଜ୍ୟ

ସେଲ୍ଫି ନେବା ବେଳେ ଇବ ନଦୀରେ ପଡି ଭାସିଯାଇଥିଲେ ଯୁବତୀ, ଏବେ ଭାଇରାଲ ହେଉଛି ଘଟଣା ଦିନର ଲୋମଟାଙ୍କୁରା ଭିଡିଓ

ସୁନ୍ଦରଗଡ: ତଲସରା ଥାନା ଅନ୍ତର୍ଗତ ଇବ ନଦୀ କନାକୁଣ୍ଡ ନିକଟରେ ଭୋଜି କରିବାକୁ ଆସିଥିବା ସମୟରେ ପଥର ଉପରେ ଠିଆ ହୋଇ ସେଲଫି ନେଉଥିବା ବେଳେ ଜଣେ ଯୁବତୀ ପାଣିରେ ପଡି ମୃତ୍ୟୁବରଣ କରିଥିଲେ। ଘଟଣାର ୨୨ଘଂଟା ପରେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା ।

ଘଟଣା ଦିନ ରାଜଗାଙ୍ଗପୁର ଅଂଚଳରୁ ୧୬ଜଣ ଭୋଜି କରିବାକୁ ଆସିଥିଲେ। ସାଙ୍ଗମାନେ ପଥର ଉପରେ ଠିଆ ହୋଇ ସେଲ୍ଫି  ନେଉଥିବାବେଳେ ତାଙ୍କ ପଛପଟେ ଆଉ ଜଣେ ଯୁବକ ଆସୁଥିବାବେଳେ ଏହି ଘଟଣା ଘଟିଥିଲା । ତେବେ ଏହି ଭିଡିଓ ବର୍ତ୍ତମାନ ଭାଇରାଲ ହେବାପରେ ପ୍ରକୃତ ଚିତ୍ର ସାମ୍ନାକୁ ଆସିଛି।

Sonalisa

Recent Posts

ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି, ବୋହୂକୁ ଏମିତି ଅଫର ଦେଲା ଶଶୁର

ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି । ଶଶୁରଙ୍କ ଏଭଳି କଥାରେ ଥାନାରେ ପହଞ୍ଚିଛି ବୋହୂ…

15 mins ago

ଯୁବକ ଗିଳିଦେଲେ ଛୁଞ୍ଚି, ଲୁହା କଣ୍ଟା ଓ ନଟ-ବୋଲ୍ଟ, ମାନସିକ ସ୍ତରରେ ଦୁର୍ବଳ ହୋଇ କଲେ ଏମିତି କାଣ୍ଡ

ରାଜସ୍ଥାନ ଜୟପୁରସ୍ଥିତ ଏସଏମଏସ ସରକାରୀ ଡାକ୍ତରଖାନାର ଡାକ୍ତରମାନେ ଲେପ୍ରୋସ୍କୋପି ସାହାଯ୍ୟରେ ଜଣେ ଯୁବକଙ୍କର ଅପରେସନ୍ କରିଛନ୍ତି ଏବଂ ଯୁବକଙ୍କ ପେଟରୁ…

16 mins ago

୧୦ ଟଙ୍କିଆ ଥଣ୍ଡା ପାନୀୟ ଭିତରୁ ବାହାରିଲା କଣ୍ଡୋମ୍: ଆଶ୍ଚର୍ଯ୍ୟ ଲାଗୁଛି ନା, କିନ୍ତୁ ଘଟଣାଟି ସତ

ମୋହନା(କେନ୍ୟୁଜ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ଗଜପତି ଜିଲ୍ଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି…

47 mins ago

ପୁଣି ବିରୋଧୀଙ୍କ ଉପରେ ବର୍ଷିଲେ ପାଣ୍ଡିଆନ୍, କହିଲେ ଚାଷୀଙ୍କ ପାଇଁ କିଛି କରିନି ବିଜେପି

ଭୁବନେଶ୍ୱର (କେନ୍ୟୁଜ): ବିଜେପି ଉପରେ ପୁଣି ବର୍ଷିଲେ କାର୍ତ୍ତିକ ପାଣ୍ଡିଆନ୍ । କେନ୍ଦ୍ରରେ ଦଶ ବର୍ଷ କ୍ଷମତାରେ ରହିବା ସତ୍ତ୍ବେ…

58 mins ago

ସେଣ୍ଟ୍ରାଲ ବ୍ୟାଙ୍କରେ ଖାଲିପଡିଛି ଅନେକ ପଦବୀ, ଇଣ୍ଟରଭ୍ୟୁରେ ହେବ ଚୟନ

ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ବ୍ୟାଙ୍କରେ ବିଭିନ୍ନ ପଦବୀ…

1 hour ago

ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, SCB ମେଡିକାଲରେ ଭର୍ତ୍ତି

କଟକ (କେନ୍ୟୁଜ): କଟକ scb ବଡ଼ ମେଡିକାଲରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।  ସ୍ୱାସ୍ଥ୍ୟ ଅବସ୍ଥା ଖରାପ…

2 hours ago