ମାଲକାନଗିରି (କେନ୍ୟୁଜ): ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ପଡ଼ିଛନ୍ତି ରାଜସ୍ବ ନିରୀକ୍ଷକ। ୨୫ ହଜାର ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗରେ ରାଜସ୍ବ ନିରୀକ୍ଷକଙ୍କୁ ମାଡି ବସିଲା ଭିଜିଲାନ୍ସ। ମାଲକାନଗିରି ତହସିଲ ସିନ୍ଦ୍ରୀମାଳ ଆରଆଇ ସୀମାଞ୍ଚଳ ସାହୁଙ୍କୁ ଟଙ୍କା ସହ ଧରିଛି ଭିଜିଲାନ୍ସ।
ସିନ୍ଦ୍ରୀମାଳ RI ସୀମାଞ୍ଚଳ ସାହୁ ଜଣେ ହିତାଧିକାରୀ ସନ୍ଧ୍ୟାରାଣୀ ମଣ୍ଡଳଙ୍କ ଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏୟାରଷ୍ଟ୍ରିପ ନିର୍ମାଣରେ ହରାଇଥିବା ଜମି କ୍ଷତିପୂରଣ କରାଇଦେବା ପାଇଁ ୩୫ ହଜାର ଟଙ୍କା ଧାର୍ଯ୍ୟ ହୋଇଥିଲା। RI ପୂର୍ବରୁ ୧୦ ହଜାର ଟଙ୍କା ନେଇଥିଲେ । ପୁଣି ୨୫ ହଜାର ଟଙ୍କା ନେଲା ବେଳେ ଧରିଲା ମାଲକାନଗିରି ଭିଜିଲାନ୍ସ ଟିମ୍ । ସୂଚନା ଦେଇଛନ୍ତି ମାଲକାନଗିରି ଭିଜିଲାନ୍ସ DSP ସୁଶାନ୍ତ କୁମାର ବିଶ୍ଵାଳ ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…